Psalms 67:6 — Compare Translations
5 translations compared side by side
Odia - 1840
"ଭୂମି ତା'ର ଫସଲ ଦିଏ। ହେ ପରମେଶ୍ବର, ଆମ୍ଭର ପରମେଶ୍ବର, ଆମ୍ଭକୁ ଆଶୀର୍ବାଦ କରିବା ଚାଲୁ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ଵର, ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଭୂମି ତା’ର ଫସଲ ଦିଏ। ହେ ପରମେଶ୍ୱର, ଆମ୍ଭର ପରମେଶ୍ୱର, ଆମ୍ଭକୁ ଆଶୀର୍ବାଦ କରିବା ଗ୍ଭଲୁ ରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ୱର, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ୱର, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ।