Psalms 67:7 — Compare Translations

5 translations compared side by side

Odia - 1840
"ପରମେଶ୍ବର ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ପୃଥିବୀର ସମସ୍ତ ଲୋକ ପରମେଶ୍ବରଙ୍କୁ ଭୟ ଓ ସମ୍ମାନ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ପୁଣି, ପୃଥିବୀର ସମସ୍ତ ପ୍ରା; ତାହାଙ୍କୁ ଭୟ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ପୃଥିବୀର ସମସ୍ତ ଲୋକ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ପୁଣି, ପୃଥିବୀର ସମସ୍ତ ପ୍ରାନ୍ତ ତାହାଙ୍କୁ ଭୟ କରିବେ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ପୁଣି, ପୃଥିବୀର ସମସ୍ତ ପ୍ରାନ୍ତ ତାହାଙ୍କୁ ଭୟ କରିବେ।