Psalms 68:1 — Compare Translations
5 translations compared side by side
Odia - 1840
"ପରମେଶ୍ବର ଉଠନ୍ତୁ ଏବଂ ତାଙ୍କର ଶତ୍ରୁଗଣଙ୍କୁ ଛିନ୍ନଭିନ୍ନ କରନ୍ତୁ। ସମସ୍ତ ଶତ୍ରୁ ତାଙ୍କଠାରୁ ପଳାଇ ୟାଆନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗାନାର୍ଥକ ଗୀତ । ପରମେଶ୍ଵର ଉଠନ୍ତୁ, ତାହାଙ୍କ ଶତ୍ରୁଗଣ ଛିନ୍ନଭିନ୍ନ ହେଉନ୍ତୁ; ତାହାଙ୍କ ଘୃଣାକାରୀମାନେ ମଧ୍ୟ ତାହାଙ୍କ ସାକ୍ଷାତରୁ ପଳାଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗାନାର୍ଥକ ଗୀତ। ପରମେଶ୍ୱର ଉଠ ଏବଂ ତାଙ୍କର ଶତ୍ରୁଗଣଙ୍କୁ ଛିନ୍ନଭିନ୍ନ କର। ସମସ୍ତ ଶତ୍ରୁ ତାଙ୍କଠାରୁ ପଳାଇ ଯାଆନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଉଠନ୍ତୁ, ତାହାଙ୍କ ଶତ୍ରୁଗଣ ଛିନ୍ନଭିନ୍ନ ହେଉନ୍ତୁ; ତାହାଙ୍କ ଘୃଣାକାରୀମାନେ ମଧ୍ୟ ତାହାଙ୍କ ସାକ୍ଷାତରୁ ପଳାଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଉଠନ୍ତୁ, ତାହାଙ୍କ ଶତ୍ରୁଗଣ ଛିନ୍ନଭିନ୍ନ ହେଉନ୍ତୁ; ତାହାଙ୍କ ଘୃଣାକାରୀମାନେ ମଧ୍ୟ ତାହାଙ୍କ ସାକ୍ଷାତରୁ ପଳାଉନ୍ତୁ।