Psalms 68:10 — Compare Translations

5 translations compared side by side

Odia - 1840
"ତୁମ୍ଭର ଲୋକମାନେ ସଠାେରେ ବାସ କଲେ। ହେ ପରମେଶ୍ବର, ସଠାେରେ ଗରିବ ଲୋକମାନଙ୍କୁ ତୁମ୍ଭେ ଉତ୍ତମ ବସ୍ତୁ ଦଇେଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ସମାଜ ତହିଁ ମଧ୍ୟରେ ବାସ କଲେ; ହେ ପରମେଶ୍ଵର, ତୁମ୍ଭେ ଆପଣା ମଙ୍ଗଳ ଭାବରେ ଦୁଃଖୀ-ମାନଙ୍କ ପାଇଁ ଆୟୋଜନ କଲ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଲୋକମାନେ ସେଠାରେ ବାସ କଲେ। ହେ ପରମେଶ୍ୱର, ସେଠାରେ ଗରିବ ଲୋକମାନଙ୍କୁ ତୁମ୍ଭେ ଉତ୍ତମ ବସ୍ତୁ ଦେଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ସମାଜ ତହିଁ ମଧ୍ୟରେ ବାସ କଲେ; ହେ ପରମେଶ୍ୱର, ତୁମ୍ଭେ ଆପଣା ମଙ୍ଗଳ ଭାବରେ ଦୁଃଖୀମାନଙ୍କ ପାଇଁ ଆୟୋଜନ କଲ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ସମାଜ ତହିଁ ମଧ୍ୟରେ ବାସ କଲେ; ହେ ପରମେଶ୍ୱର, ତୁମ୍ଭେ ଆପଣା ମଙ୍ଗଳ ଭାବରେ ଦୁଃଖୀମାନଙ୍କ ପାଇଁ ଆୟୋଜନ କଲ।