Psalms 68:12 — Compare Translations

5 translations compared side by side

Odia - 1840
"ବଳଶାଳୀ ରାଜାମାନଙ୍କର ସୈନ୍ଯମାନେ ଏଣତେଣେେ ଦୌଡ଼ି ପଳାଇଲେ। ଗୃହରେ ଥିବା ସ୍ତ୍ରୀ ଲୋକମାନେ ସୈନ୍ଯମାନଙ୍କର ଅତ୍ଯାଚାର ସହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟଶ୍ରେଣୀର ରାଜଗଣ ପଳାୟନ କରନ୍ତି, ସେମାନେ ପଳାୟନ କରନ୍ତି; ପୁଣି, ଗୃହସ୍ଥିତା ସ୍ତ୍ରୀ ଲୁଟଦ୍ରବ୍ୟ ବିଭାଗ କରଇ ।
Odia Bible ERV 2004 (ପବିତ୍ର ବାଇବଲ)
“ବଳଶାଳୀ ରାଜାମାନଙ୍କର ସୈନ୍ୟମାନେ ଏଣେତେଣେ ଦୌଡ଼ି ପଳାଇଲେ। ଗୃହରେ ଥିବା ସ୍ତ୍ରୀ ଲୋକମାନେ ସୈନ୍ୟମାନଙ୍କର ଅତ୍ୟାଗ୍ଭର ସହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟଶ୍ରେଣୀର ରାଜାଗଣ ପଳାୟନ କରନ୍ତି, ସେମାନେ ପଳାୟନ କରନ୍ତି; ପୁଣି, ଗୃହସ୍ଥିତା ସ୍ତ୍ରୀ ଲୁଟଦ୍ରବ୍ୟ ବିଭାଗ କରେ।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟଶ୍ରେଣୀର ରାଜାଗଣ ପଳାୟନ କରନ୍ତି, ସେମାନେ ପଳାୟନ କରନ୍ତି; ପୁଣି, ଗୃହସ୍ଥିତା ସ୍ତ୍ରୀ ଲୁଟଦ୍ରବ୍ୟ ବିଭାଗ କରେ।