Psalms 68:13 — Compare Translations

5 translations compared side by side

Odia - 1840
"ଘରେ ରହୁଥିବା ଲୋକମାନେ ମଧ୍ଯ ଧନ ଭାଗ ପାଇବେ। ସମାନେେ ରେ ୗପ୍ୟ ମଣ୍ଡିତ କପୋତର ଡ଼ଣୋ ପାଇବେ। ସମାନେେ ସୁବର୍ଣ୍ଣରେ ଝଲମଲ କରୁଥିବା ଡ଼ଣୋ ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ କପୋତର ହରିତ୍ ସୁବର୍ଣ୍ଣ-ମଣ୍ତିତ ଡେଣା, ତାହାର ରୌପ୍ୟ-ମଣ୍ତିତ ପରସବୁ ପରି ତୁମ୍ଭେମାନେ କି ମେଷଶାଳା ମଧ୍ୟରେ ଶୟନ କରିବ?
Odia Bible ERV 2004 (ପବିତ୍ର ବାଇବଲ)
ଘରେ ରହୁଥିବା ଲୋକମାନେ ମଧ୍ୟ ଧନ ଭାଗ ପାଇବେ। ସେମାନେ ରୌପ୍ୟ ମଣ୍ଡିତ କପୋତର ଡେଣା ପାଇବେ। ସେମାନେ ସୁବର୍ଣ୍ଣରେ ଝଲମଲ କରୁଥିବା ଡେଣା ପାଇବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ କପୋତର ହରିତ୍‍ ସୁବର୍ଣ୍ଣ-ମଣ୍ଡିତ ଡେଣା, ତାହାର ରୌପ୍ୟ-ମଣ୍ଡିତ ପରସବୁ ପରି ତୁମ୍ଭେମାନେ କି ମେଷଶାଳା ମଧ୍ୟରେ ଶୟନ କରିବ?
Odia IRV 2017 (ଓଡିଆ ବାଇବେଲ)
ଯେଉଁ କପୋତର ହରିତ୍‍ ସୁବର୍ଣ୍ଣ-ମଣ୍ଡିତ ଡେଣା, ତାହାର ରୌପ୍ୟ-ମଣ୍ଡିତ ପରସବୁ ପରି ତୁମ୍ଭେମାନେ କି ମେଷଶାଳା ମଧ୍ୟରେ ଶୟନ କରିବ?