Psalms 68:14 — Compare Translations

5 translations compared side by side

Odia - 1840
"ପରମେଶ୍ବର ଯେତବେେଳେ ସଲମାନୋ ପର୍ବତରେ ଶତ୍ରୁ ରାଜାମାନଙ୍କୁ ଛିନ୍ନଛତ୍ର କଲେ। ସମାନେେ ବରଫପାତ ପରି ଛିନ୍ନଛତ୍ର ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଲ୍ମୋନାରେ ହିମପାତ ବେଳେ ଯେପରି, ସର୍ବଶକ୍ତିମାନ ଦେଶରେ ରାଜାମାନଙ୍କୁ ଛିନ୍ନଭିନ୍ନ କଲା ବେଳେ ସେପରି ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଯେତେବେଳେ ସଲମୋନା ପର୍ବତରେ ଶତ୍ରୁ ରାଜାମାନଙ୍କୁ ଛିନ୍ନଛତ୍ର କଲେ। ସେମାନେ ବରଫପାତ ପରି ଛିନ୍ନଛତ୍ର ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଲମୋନ୍‍ରେ ହିମପାତ ବେଳେ ଯେପରି, ସର୍ବଶକ୍ତିମାନ ଦେଶରେ ରାଜାମାନଙ୍କୁ ଛିନ୍ନଭିନ୍ନ କଲା ବେଳେ ସେପରି ହେଲା।
Odia IRV 2017 (ଓଡିଆ ବାଇବେଲ)
ସଲମୋନ୍‍ରେ ହିମପାତ ବେଳେ ଯେପରି, ସର୍ବଶକ୍ତିମାନ ଦେଶରେ ରାଜାମାନଙ୍କୁ ଛିନ୍ନଭିନ୍ନ କଲା ବେଳେ ସେପରି ହେଲା।