Psalms 68:16 — Compare Translations
5 translations compared side by side
Odia - 1840
"ବାଶନ ପର୍ବତ, ତୁମ୍ଭେ କାହିଁକି ସିୟୋନ୍ ପର୍ବତକୁ ଇର୍ଷା ଦୃଷ୍ଟିରେ ଦେଖୁଛ? ପରମେଶ୍ବର ଏହାକୁ ପ୍ରମେ କରନ୍ତି। ପରମେଶ୍ବର ଏହାକୁ ସଠାେରେ ଚିରଦିନ ରହିବା ପାଇଁ ମନୋନୀତ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଉଚ୍ଚ ପର୍ବତଗଣ, ପରମେଶ୍ଵର ଆପଣା ନିବାସ ନିମନ୍ତେ ଯେଉଁ ପର୍ବତ ବାଞ୍ଛା କରିଅଛନ୍ତି, ତହିଁ ପ୍ରତି ତୁମ୍ଭେମାନେ କାହିଁକି କୁଟିଳ ଦୃଷ୍ଟି କରୁଅଛ? ଅବଶ୍ୟ ସଦାପ୍ରଭୁ ତହିଁରେ ସଦାକାଳ ବାସ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ବାଶନ ପର୍ବତ, ତୁମ୍ଭେ କାହିଁକି ସିୟୋନ ପର୍ବତକୁ ଈର୍ଷା ଦୃଷ୍ଟିରେ ଦେଖୁଛ? ପରମେଶ୍ୱର ଏହାକୁ ପ୍ରେମ କରନ୍ତି। ପରମେଶ୍ୱର ଏହାକୁ ସେଠାରେ ଚିରଦିନ ରହିବା ପାଇଁ ମନୋନୀତ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଉଚ୍ଚ ପର୍ବତଗଣ, ପରମେଶ୍ୱର ଆପଣା ନିବାସ ନିମନ୍ତେ ଯେଉଁ ପର୍ବତ ବାଞ୍ଛା କରିଅଛନ୍ତି, ତହିଁ ପ୍ରତି ତୁମ୍ଭେମାନେ କାହିଁକି କୁଟିଳ ଦୃଷ୍ଟି କରୁଅଛ? ଅବଶ୍ୟ ସଦାପ୍ରଭୁ ତହିଁରେ ସଦାକାଳ ବାସ କରିବେ।
Odia IRV 2017 (ଓଡିଆ ବାଇବେଲ)
ହେ ଉଚ୍ଚ ପର୍ବତଗଣ, ପରମେଶ୍ୱର ଆପଣା ନିବାସ ନିମନ୍ତେ ଯେଉଁ ପର୍ବତ ବାଞ୍ଛା କରିଅଛନ୍ତି, ତହିଁ ପ୍ରତି ତୁମ୍ଭେମାନେ କାହିଁକି କୁଟିଳ ଦୃଷ୍ଟି କରୁଅଛ? ଅବଶ୍ୟ ସଦାପ୍ରଭୁ ତହିଁରେ ସଦାକାଳ ବାସ କରିବେ।