Psalms 68:17 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କର ଅଯୁତ ଅଯୁତ ଓ ଲକ୍ଷ ଲକ୍ଷ ରଥ ଅଛି। ସଦାପ୍ରଭୁ ସିୟୋନ୍ ପର୍ବତରୁ ତାଙ୍କର ପବିତ୍ର ସ୍ଥାନକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ; ଯେପରି ପ୍ରଭୁ ଆପଣା ପବିତ୍ରସ୍ଥାନ ସୀନୟରେ, ସେପରି ସେସବୁର ମଧ୍ୟରେ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ ରଥ ଅଛି। ସଦାପ୍ରଭୁ ସିୟୋନ ପର୍ବତରୁ ତାଙ୍କର ପବିତ୍ର ସ୍ଥାନକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ; ଯେପରି ପ୍ରଭୁ ଆପଣା ପବିତ୍ର ସ୍ଥାନ ସୀନୟରେ, ସେପରି ସେସବୁର ମଧ୍ୟରେ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ; ଯେପରି ପ୍ରଭୁ ଆପଣା ପବିତ୍ର ସ୍ଥାନ ସୀନୟରେ, ସେପରି ସେସବୁର ମଧ୍ୟରେ ଅଛନ୍ତି।