Psalms 68:18 — Compare Translations
5 translations compared side by side
Odia - 1840
"ସେ ଉଚ୍ଚ ପର୍ବତ ପର୍ୟ୍ଯନ୍ତ ଗଲେ, ସେ ବହୁତ ନିର୍ବାସିତମାନଙ୍କୁ ଆଗଇେ ନଲେେ ଏବଂ ୟଥେଷ୍ଟ ଉପହାରସବୁ ଗ୍ରହଣ କଲେ। ସମାନଙ୍କେଠାରୁ ଯେଉଁ ଲୋକମାନେ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲେ। ସଦାପ୍ରଭୁ ପରମେଶ୍ବର ସମାନଙ୍କେ ମଧ୍ୟରେ ବାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଊର୍ଦ୍ଧ୍ଵରେ ଆରୋହଣ କରିଅଛ, ତୁମ୍ଭେ ଆପଣା ବନ୍ଦୀମାନଙ୍କୁ ବନ୍ଦୀସ୍ଥାନକୁ ନେଇଅଛ; ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ଦାନପ୍ରାପ୍ତ ହୋଇଅଛ, ହଁ, ଯେପରି ସଦାପ୍ରଭୁ ପରମେଶ୍ଵର ସେମାନଙ୍କ ମଧ୍ୟରେ ବାସ କରିବେ, ଏଥିପାଇଁ ବିଦ୍ରୋହୀମାନଙ୍କ ମଧ୍ୟରେ ହିଁ ଦାନପ୍ରାପ୍ତ ହୋଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଉଚ୍ଚ ପର୍ବତ ପର୍ଯ୍ୟନ୍ତ ଗଲେ, ସେ ବହୁତ ନିର୍ବାସିତମାନଙ୍କୁ ଆଗେଇ ନେଲେ ଏବଂ ଯଥେଷ୍ଟ ଉପହାରସବୁ ଗ୍ରହଣ କଲେ। ସେମାନଙ୍କଠାରୁ ଯେଉଁ ଲୋକମାନେ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲେ। ସଦାପ୍ରଭୁ ପରମେଶ୍ୱର ସେମାନଙ୍କ ମଧ୍ୟରେ ବାସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଊର୍ଦ୍ଧ୍ୱରେ ଆରୋହଣ କରିଅଛ, ତୁମ୍ଭେ ଆପଣା ବନ୍ଦୀମାନଙ୍କୁ ବନ୍ଦୀସ୍ଥାନକୁ ନେଇଅଛ; ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ଦାନପ୍ରାପ୍ତ ହୋଇଅଛ, ହଁ, ଯେପରି ସଦାପ୍ରଭୁ ପରମେଶ୍ୱର ସେମାନଙ୍କ ମଧ୍ୟରେ ବାସ କରିବେ, ଏଥିପାଇଁ ବିଦ୍ରୋହୀମାନଙ୍କ ମଧ୍ୟରେ ହିଁ ଦାନପ୍ରାପ୍ତ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)