Psalms 68:19 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ବର ୟିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି, ପ୍ରତିଦିନ ଆଶୀର୍ବାଦ ସଂଗ୍ରହ କରି ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ପ୍ରଭୁ ଦିନକୁ ଦିନ ଆମ୍ଭମାନଙ୍କ ଭାର ବହନ୍ତି, ସେ ଧନ୍ୟ ହେଉନ୍ତୁ; ସେହି ପରମେଶ୍ଵର ଆମ୍ଭମାନଙ୍କର ପରିତ୍ରାଣ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ୱର ଯିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି, ପ୍ରତିଦିନ ଆଶୀର୍ବାଦ ସଂଗ୍ରହ କରି ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ପ୍ରଭୁ ଦିନକୁ ଦିନ ଆମ୍ଭମାନଙ୍କ ଭାର ବହନ୍ତି, ସେ ଧନ୍ୟ ହେଉନ୍ତୁ; ସେହି ପରମେଶ୍ୱର ଆମ୍ଭମାନଙ୍କର ପରିତ୍ରାଣ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ପ୍ରଭୁ ଦିନକୁ ଦିନ ଆମ୍ଭମାନଙ୍କ ଭାର ବହନ୍ତି, ସେ ଧନ୍ୟ ହେଉନ୍ତୁ; ସେହି ପରମେଶ୍ୱର ଆମ୍ଭମାନଙ୍କର ପରିତ୍ରାଣ। [ସେଲା]