Psalms 68:2 — Compare Translations

5 translations compared side by side

Odia - 1840
"ୟମେିତି ପବନ ଦ୍ବାରା ଧୂଆଁ ବିଚ୍ଛୁରିତ ହୁଏ, ସହେିପରି ତୁମ୍ଭର ଶତ୍ରୁ ଛିନ୍ନଭିନ୍ନ ହୁଅନ୍ତୁ। ୟପରେି ନିଆଁରେ ମହମ ତରଳି ୟାଏ, ଏହିପରି ତୁମ୍ଭର ଶତ୍ରୁମାନଙ୍କର ବିନାଶ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଧୂମ ଚାଳିତ ହୁଏ, ସେପରି ସେମାନଙ୍କୁ ଚଳାଅ; ଯେପରି ଅଗ୍ନି ସମ୍ମୁଖରେ ମହମ ତରଳି ଯାଏ, ସେପରି ପରମେଶ୍ଵରଙ୍କ ସାକ୍ଷାତରେ ଦୁଷ୍ଟମାନେ ବିନଷ୍ଟ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେମିତି ପବନ ଦ୍ୱାରା ଧୂଆଁ ବିଚ୍ଛୁରିତ ହୁଏ, ସେହିପରି ତୁମ୍ଭର ଶତ୍ରୁ ଛିନ୍ନଭିନ୍ନ ହୁଅନ୍ତୁ। ଯେପରି ନିଆଁରେ ମହମ ତରଳି ଯାଏ, ଏହିପରି ତୁମ୍ଭର ଶତ୍ରୁମାନଙ୍କର ବିନାଶ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଧୂମ ଚାଳିତ ହୁଏ, ସେହିପରି ସେମାନଙ୍କୁ ଚଳାଅ; ଯେପରି ଅଗ୍ନି ସମ୍ମୁଖରେ ମହମ ତରଳି ଯାଏ, ସେହିପରି ପରମେଶ୍ୱରଙ୍କ ସାକ୍ଷାତରେ ଦୁଷ୍ଟମାନେ ବିନଷ୍ଟ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଯେପରି ଧୂମ ଚାଳିତ ହୁଏ, ସେହିପରି ସେମାନଙ୍କୁ ଚଳାଅ; ଯେପରି ଅଗ୍ନି ସମ୍ମୁଖରେ ମହମ ତରଳି ଯାଏ, ସେହିପରି ପରମେଶ୍ୱରଙ୍କ ସାକ୍ଷାତରେ ଦୁଷ୍ଟମାନେ ବିନଷ୍ଟ ହେଉନ୍ତୁ।