Psalms 68:20 — Compare Translations
5 translations compared side by side
Odia - 1840
"ଆମ୍ଭର ପରମେଶ୍ବର ହେଉଛନ୍ତି ପରମେଶ୍ବର ୟିଏକି ରକ୍ଷା କରନ୍ତି। ଆମ୍ଭମାନଙ୍କର ସଦାପ୍ରଭୁ ମୃତ୍ଯୁଠାରୁ ରକ୍ଷା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ଆମ୍ଭମାନଙ୍କ ପକ୍ଷରେ ଉଦ୍ଧାରସାଧକ ପରମେଶ୍ଵର ଅଟନ୍ତି ଓ ମୃତ୍ୟୁରୁ ରକ୍ଷା ଯିହୋବାଃ ପ୍ରଭୁଙ୍କର ଅଧୀନ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ପରମେଶ୍ୱର ହେଉଛନ୍ତି ପରମେଶ୍ୱର ଯିଏକି ରକ୍ଷା କରନ୍ତି। ଆମ୍ଭମାନଙ୍କର ସଦାପ୍ରଭୁ ମୃତ୍ୟୁଠାରୁ ରକ୍ଷା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଉଦ୍ଧାରସାଧକ ପରମେଶ୍ୱର ଅଟନ୍ତି; ଓ ମୃତ୍ୟୁୁରୁ ରକ୍ଷା ଯିହୋବାଃ ପ୍ରଭୁଙ୍କର ଅଧୀନ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଉଦ୍ଧାରସାଧକ ପରମେଶ୍ୱର ଅଟନ୍ତି; ଓ ମୃତ୍ୟୁୁରୁ ରକ୍ଷା ଯିହୋବାଃ ପ୍ରଭୁଙ୍କର ଅଧୀନ।