Psalms 68:21 — Compare Translations
5 translations compared side by side
Odia - 1840
"ପରମେଶ୍ବର ତାଙ୍କର ଶତ୍ରୁମାନଙ୍କର ମସ୍ତକକୁ ଚୂର୍ଣ୍ଣ କରିବେ। ସେ ସମାନଙ୍କେର ଖପୁରୀକୁ ଚୂର୍ଣ୍ଣ କରିବେ, ଯେଉଁମାନେ କ୍ରମାଗତ ପାପ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପରମେଶ୍ଵର ଆପଣା ଶତ୍ରୁମାନଙ୍କ ମସ୍ତକ ଓ ଯେଉଁ ଜନ ନିଜ ଅପରାଧରେ ଅଗ୍ରସର, ତାହାର କେଶଯୁକ୍ତ କପାଳ ବିନ୍ଧି ପକାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କର ଶତ୍ରୁମାନଙ୍କର ମସ୍ତକକୁ ଚୂର୍ଣ୍ଣ କରିବେ। ସେ ସେମାନଙ୍କର ଖପୁରୀକୁ ଚୂର୍ଣ୍ଣ କରିବେ, ଯେଉଁମାନେ କ୍ରମାଗତ ପାପ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପରମେଶ୍ୱର ଆପଣା ଶତ୍ରୁମାନଙ୍କ ମସ୍ତକ ଓ ଯେଉଁ ଜନ ନିଜ ଅପରାଧରେ ଅଗ୍ରସର, ତାହାର କେଶଯୁକ୍ତ କପାଳ ବିନ୍ଧି ପକାଇବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପରମେଶ୍ୱର ଆପଣା ଶତ୍ରୁମାନଙ୍କ ମସ୍ତକ ଓ ଯେଉଁ ଜନ ନିଜ ଅପରାଧରେ ଅଗ୍ରସର, ତାହାର କେଶଯୁକ୍ତ କପାଳ ବିନ୍ଧି ପକାଇବେ।