Psalms 68:22 — Compare Translations

5 translations compared side by side

Odia - 1840
"ମାରେ ପ୍ରଭୁ କହିଲେ, ମାରେ ଶତ୍ରୁଗଣ ହୁଏତ ବାଶନ ପର୍ବତକୁ ଅଥବା ଭୂମଧ୍ଯ ସାଗରର ଗଭୀରକୁ ପଳାଇ ୟାଇପାରନ୍ତି। କିନ୍ତୁ ମୁଁ ସମାନଙ୍କେୁ ଅକ୍ତିଆର କରିବି ଏବଂ ସମାନଙ୍କେୁ ଫରୋଇ ଆଣିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ କହିଲେ, ଆମ୍ଭେ ବାଶନ୍ରୁ ପୁନର୍ବାର ଆଣିବା, ଆମ୍ଭେ ସମୁଦ୍ରର ଗଭୀର ସ୍ଥଳରୁ ପୁନର୍ବାର ସେମାନଙ୍କୁ ଆଣିବା;
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରଭୁ କହିଲେ, “ମୋର ଶତ୍ରୁଗଣ ହୁଏତ ବାଶନ ପର୍ବତକୁ ଅଥବା ଭୂମଧ୍ୟସାଗରର ଗଭୀରକୁ ପଳାଇ ଯାଇପାରନ୍ତି। କିନ୍ତୁ ମୁଁ ସେମାନଙ୍କୁ ଅକ୍ତିଆର କରିବି ଏବଂ ସେମାନଙ୍କୁ ଫେରାଇ ଆଣିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ କହିଲେ, “ଆମ୍ଭେ ବାଶନରୁ ପୁନର୍ବାର ଆଣିବା, ଆମ୍ଭେ ସମୁଦ୍ରର ଗଭୀର ସ୍ଥଳରୁ ପୁନର୍ବାର ସେମାନଙ୍କୁ ଆଣିବା;
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ କହିଲେ, “ଆମ୍ଭେ ବାଶନରୁ ପୁନର୍ବାର ଆଣିବା, ଆମ୍ଭେ ସମୁଦ୍ରର ଗଭୀର ସ୍ଥଳରୁ ପୁନର୍ବାର ସେମାନଙ୍କୁ ଆଣିବା;