Psalms 68:23 — Compare Translations

5 translations compared side by side

Odia - 1840
"ୟାହାଫଳରେ ତୁମ୍ଭେ ସମାନଙ୍କେ ରକ୍ତରେ ଚାଲିପାରିବ। ତୁମ୍ଭମାନଙ୍କର କୁକୁରଗୁଡ଼ିକ ସମାନଙ୍କେର ରକ୍ତ ଚାଟି ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତୁମ୍ଭେ ରକ୍ତରେ ଆପଣା ଚରଣ ବୁଡ଼ାଇବ, ତୁମ୍ଭ କୁକ୍କୁରଗଣର ଜିହ୍ଵା ତୁମ୍ଭ ଶତ୍ରୁମାନଙ୍କଠାରୁ ଅଂଶ ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଯାହା ଫଳରେ ତୁମ୍ଭେ ସେମାନଙ୍କ ରକ୍ତରେ ଗ୍ଭଲିପାରିବ। ତୁମ୍ଭମାନଙ୍କର କୁକୁରଗୁଡ଼ିକ ସେମାନଙ୍କର ରକ୍ତ ଗ୍ଭଟି ପାରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତୁମ୍ଭେ ରକ୍ତରେ ଆପଣା ଚରଣ ବୁଡ଼ାଇବ, ତୁମ୍ଭ କୁକ୍କୁରଗଣର ଜିହ୍ୱା ତୁମ୍ଭ ଶତ୍ରୁମାନଙ୍କଠାରୁ ଅଂଶ ପାଇବ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତୁମ୍ଭେ ରକ୍ତରେ ଆପଣା ଚରଣ ବୁଡ଼ାଇବ, ତୁମ୍ଭ କୁକ୍କୁରଗଣର ଜିହ୍ୱା ତୁମ୍ଭ ଶତ୍ରୁମାନଙ୍କଠାରୁ ଅଂଶ ପାଇବ।”