Psalms 68:24 — Compare Translations

5 translations compared side by side

Odia - 1840
"ପରମେଶ୍ବର, ତୁମ୍ଭେ ବିଜଯ ପଥର ନତେୃତ୍ବ ନବୋର ଲୋକାମନେ ଦେଖୁଛନ୍ତି। ସମାନେେ ମାରେ ପରମେଶ୍ବର, ମାରେ ରାଜା, ତାଙ୍କର ପବିତ୍ରସ୍ଥାନ ନିକଟକୁ ଯାଉଥିବାର ଦେଖନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ଲୋକମାନେ ତୁମ୍ଭର ଗତି, ଅର୍ଥାତ୍, ପବିତ୍ର ସ୍ଥାନକୁ ଆମ୍ଭ ପରମେଶ୍ଵର ଆମ୍ଭ ରାଜାଙ୍କ ଗତି ଦେଖିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର, ତୁମ୍ଭେ ବିଜୟ ପଥର ନେତୃତ୍ୱ ନେବାର ଲୋକମାନେ ଦେଖୁଛନ୍ତି। ସେମାନେ ମୋର ପରମେଶ୍ୱର, ମୋର ରାଜା, ତାଙ୍କର ପବିତ୍ର ସ୍ଥାନ ନିକଟକୁ ଯାଉଥିବାର ଦେଖନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ଲୋକମାନେ ତୁମ୍ଭର ଗତି, ଅର୍ଥାତ୍‍, ପବିତ୍ର ସ୍ଥାନକୁ ଆମ୍ଭ ପରମେଶ୍ୱର ଆମ୍ଭ ରାଜାଙ୍କ ଗତି ଦେଖିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ଲୋକମାନେ ତୁମ୍ଭର ଗତି, ଅର୍ଥାତ୍‍, ପବିତ୍ର ସ୍ଥାନକୁ ଆମ୍ଭ ପରମେଶ୍ୱର ଆମ୍ଭ ରାଜାଙ୍କ ଗତି ଦେଖିଅଛନ୍ତି।