Psalms 68:25 — Compare Translations
5 translations compared side by side
Odia - 1840
"ଆଗେ ଆଗେ ଗାଯକମାନଙ୍କର ମଣ୍ଡଳୀ ଯାଉଛନ୍ତି। ପଛେ ପଛେ ବାଦ୍ଯକାରମାନଙ୍କର ମଣ୍ଡଳୀ ଆସୁଛନ୍ତି ଏବଂ ମଝିରେ କୁମାରୀ କନ୍ଯାଗଣ ତୁମ୍ବୁରା ବଜାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାରାବାଦ୍ୟବାଦିନୀ କୁମାରୀମାନଙ୍କ ମଧ୍ୟରେ ଗାୟକମାନେ ଆଗେ ଆଗେ, ବାଦ୍ୟକରମାନେ ପଛେ ପଛେ ଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଗେ ଆଗେ ଗାୟକମାନଙ୍କର ମଣ୍ଡଳୀ ଯାଉଛନ୍ତି। ପଛେ ପଛେ ବାଦ୍ୟକାରମାନଙ୍କର ମଣ୍ଡଳୀ ଆସୁଛନ୍ତି ଏବଂ ମଝିରେ କୁମାରୀ କନ୍ୟାଗଣ ତମ୍ବୁରା ବଜାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାରାବାଦ୍ୟବାଦିନୀ କୁମାରୀମାନଙ୍କ ମଧ୍ୟରେ ଗାୟକମାନେ ଆଗେ ଆଗେ, ବାଦ୍ୟକରମାନେ ପଛେ ପଛେ ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ଦାରାବାଦ୍ୟବାଦିନୀ କୁମାରୀମାନଙ୍କ ମଧ୍ୟରେ ଗାୟକମାନେ ଆଗେ ଆଗେ, ବାଦ୍ୟକରମାନେ ପଛେ ପଛେ ଗମନ କଲେ।