Psalms 68:26 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କର ପ୍ରଶଂସା ଜନସମାଗମ ମଧ୍ୟରେ କର। ଇଶ୍ରାୟେଲ ଲୋକାମନେ, ତୁମ୍ଭମାନେେ ସଦାପ୍ରଭୁଙ୍କର ଗୁଣ ଗାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଜନ-ସମାଗମ ମଧ୍ୟରେ ପରମେଶ୍ଵରଙ୍କର ଧନ୍ୟବାଦ କର, ହେ ଇସ୍ରାଏଲର ନିର୍ଝରରୁ ଜାତ ଲୋକମାନେ, ତୁମ୍ଭେମାନେ ପ୍ରଭୁଙ୍କର ଧନ୍ୟବାଦ କର ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ପ୍ରଶଂସା ଜନସମାଗମ ମଧ୍ୟରେ କର। ଇସ୍ରାଏଲ ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଗୁଣ ଗାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଜନ-ସମାଗମ ମଧ୍ୟରେ ପରମେଶ୍ୱରଙ୍କର ଧନ୍ୟବାଦ କର, ହେ ଇସ୍ରାଏଲର ନିର୍ଝରରୁ ଜାତ ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଜନ-ସମାଗମ ମଧ୍ୟରେ ପରମେଶ୍ୱରଙ୍କର ଧନ୍ୟବାଦ କର, ହେ ଇସ୍ରାଏଲର ନିର୍ଝରରୁ ଜାତ ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।