Psalms 68:27 — Compare Translations
5 translations compared side by side
Odia - 1840
"ସଠାେରେ ଏକ େଛାଟିଆ ଗୋଷ୍ଠୀ ଅଛନ୍ତି। ବିନ୍ଯାମୀନ ସମାନଙ୍କେର ନତେୃତ୍ବ କରୁଛନ୍ତି। ବହୁତ ଭିଡ଼ ଏବଂ ୟିହୂଦାର ଏକ ପ୍ରଦାନ ସଠାେରେ ଅଛନ୍ତି। ଜବଲୁନ୍ ଓ ନପ୍ତାଲିର ନେତାମାନେ ସଠାେରେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କନିଷ୍ଠ ବିନ୍ୟାମୀନ୍ ସେମାନଙ୍କର ଶାସନକର୍ତ୍ତା, ଯିହୁଦାର ଅଧିପତିମାନେ ଓ ସେମାନଙ୍କ ଲୋକଦଳ, ସବୂଲୂନ୍ର ଅଧିପତିମାନେ, ନପ୍ତାଲିର ଅଧିପତିମାନେ ସେଠାରେ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଏକ ଛୋଟିଆ ଗୋଷ୍ଠୀ ଅଛି। ବିନ୍ୟାମୀନ ସେମାନଙ୍କର ନେତୃତ୍ୱ କରୁଛନ୍ତି। ବହୁତ ଭିଡ଼ ଏବଂ ଯିହୁଦାର ଏକ ପ୍ରଧାନ ସେଠାରେ ଅଛନ୍ତି। ସବୁଲୁନ୍ ଓ ନପ୍ତାଲିର ନେତାମାନେ ସେଠାରେ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କନିଷ୍ଠ ବିନ୍ୟାମୀନ୍ ସେମାନଙ୍କର ଶାସନକର୍ତ୍ତା, ଯିହୁଦାର ଅଧିପତିମାନେ ଓ ସେମାନଙ୍କ ଲୋକଦଳ, ସବୂଲୂନର ଅଧିପତିମାନେ, ନପ୍ତାଲିର ଅଧିପତିମାନେ ସେଠାରେ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କନିଷ୍ଠ ବିନ୍ୟାମୀନ୍ ସେମାନଙ୍କର ଶାସନକର୍ତ୍ତା, ଯିହୁଦାର ଅଧିପତିମାନେ ଓ ସେମାନଙ୍କ ଲୋକଦଳ, ସବୂଲୂନର ଅଧିପତିମାନେ, ନପ୍ତାଲିର ଅଧିପତିମାନେ ସେଠାରେ ଅଛନ୍ତି।