Psalms 68:28 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ଆମ୍ଭକୁ ଆପଣାର ଶକ୍ତି ଦଖାେଅ, ୟାହାର ଉପ ଭୋଗ ତୁମ୍ଭେ ଆମ୍ଭ ପାଇଁ ବିତିୟାଇଥିବା ଦିନରେ କରିଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ପରମେଶ୍ଵର ତୁମ୍ଭ ବଳର ଆଜ୍ଞା କରିଅଛନ୍ତି; ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଯାହା ସାଧନ କରିଅଛ, ତାହା ସବଳ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଆମ୍ଭକୁ ଆପଣାର ଶକ୍ତି ଦେଖାଅ, ଯାହାର ଉପଭୋଗ ତୁମ୍ଭେ ଆମ୍ଭ ପାଇଁ ବିତିଯାଇଥିବା ଦିନରେ କରିଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ପରମେଶ୍ୱର ତୁମ୍ଭ ବଳର ଆଜ୍ଞା କରିଅଛନ୍ତି; ହେ ପରମେଶ୍ୱର, ତୁମ୍ଭ ପରାକ୍ରମ ଆମ୍ଭମାନଙ୍କୁ ପ୍ରକାଶ କର, ଯେପରି ତୁମ୍ଭେ ଅତୀତରେ ପ୍ରକାଶ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ପରମେଶ୍ୱର ତୁମ୍ଭ ବଳର ଆଜ୍ଞା କରିଅଛନ୍ତି; ହେ ପରମେଶ୍ୱର, ତୁମ୍ଭ ପରାକ୍ରମ ଆମ୍ଭମାନଙ୍କୁ ପ୍ରକାଶ କର, ଯେପରି ତୁମ୍ଭେ ଅତୀତରେ ପ୍ରକାଶ କରିଅଛ।