Psalms 68:29 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ତୁମ୍ଭର ୟିରୁଶାଲମସ୍ଥ ମନ୍ଦିରରୁ ରାଜାମାନେ ତୁମ୍ଭ ନିକଟକୁ ଉପହାର ଆଣିବାର ତୁମ୍ଭେ ଦେଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିରୂଶାଲମସ୍ଥ ତୁମ୍ଭ ମନ୍ଦିର ସକାଶୁ ରାଜଗଣ ତୁମ୍ଭ ନିକଟକୁ ଦର୍ଶନୀ ଆଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭର ଯିରୁଶାଲମସ୍ଥ ମନ୍ଦିରରୁ ରାଜାମାନେ ତୁମ୍ଭ ନିକଟକୁ ଉପହାର ଆଣିବାର ତୁମ୍ଭେ ଦେଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିରୂଶାଲମସ୍ଥ ତୁମ୍ଭ ମନ୍ଦିର ସକାଶୁ ରାଜାଗଣ ତୁମ୍ଭ ନିକଟକୁ ଦର୍ଶନୀ ଆଣିବେ।
Odia IRV 2017 (ଓଡିଆ ବାଇବେଲ)
ଯିରୂଶାଲମସ୍ଥ ତୁମ୍ଭ ମନ୍ଦିର ସକାଶୁ ରାଜାଗଣ ତୁମ୍ଭ ନିକଟକୁ ଦର୍ଶନୀ ଆଣିବେ।