Psalms 68:3 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ସହିତ ଧାର୍ମିକ ଲୋକମାନେ ଖୁସି ହୁଅନ୍ତି ଓ ଧାର୍ମିକ ଲୋକମାନେ ପରମେଶ୍ବରଙ୍କ ସମ୍ମୁଖରେ ଆନନ୍ଦିତ ହୁଅନ୍ତି, ସମାନେେ ଆନନ୍ଦର ସହିତ ପାଳନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଧାର୍ମିକମାନେ ଆନନ୍ଦିତ ହେଉନ୍ତୁ; ସେମାନେ ପରମେଶ୍ଵରଙ୍କ ସମ୍ମୁଖରେ ଉଲ୍ଲାସ କରନ୍ତୁ; ହଁ, ସେମାନେ ଆନନ୍ଦରେ ପ୍ରଫୁଲ୍ଲ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ସହିତ ଧାର୍ମିକ ଲୋକମାନେ ଖୁସୀ ହୁଅନ୍ତି ଓ ଧାର୍ମିକ ଲୋକମାନେ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦିତ ହୁଅନ୍ତି, ସେମାନେ ଆନନ୍ଦର ସହିତ ପାଳନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଧାର୍ମିକମାନେ ଆନନ୍ଦିତ ହେଉନ୍ତୁ; ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଉଲ୍ଲାସ କରନ୍ତୁ; ହଁ, ସେମାନେ ଆନନ୍ଦରେ ପ୍ରଫୁଲ୍ଲ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଧାର୍ମିକମାନେ ଆନନ୍ଦିତ ହେଉନ୍ତୁ; ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଉଲ୍ଲାସ କରନ୍ତୁ; ହଁ, ସେମାନେ ଆନନ୍ଦରେ ପ୍ରଫୁଲ୍ଲ ହେଉନ୍ତୁ।