Psalms 68:30 — Compare Translations
5 translations compared side by side
Odia - 1840
"ନଳବଣର ସହେି ବନ୍ଯ ପଶୁମାନଙ୍କୁ ଦଣ୍ଡ ଦିଅ। ସହେି ଜାତିଗୁଡ଼ିକର ଷଣ୍ଢଗୁଡ଼ିକୁ ଓ ଗାଈଗୁଡ଼ିକୁ ଆଦେଶ ମାନିବାକୁ ପ୍ରସ୍ତୁତ କରାଅ। ତୁମ୍ଭେ ସହେି ଜାତିଗୁଡ଼ିକୁ ୟୁଦ୍ଧରେ ହରାଇଥିଲ। ବର୍ତ୍ତମାନ ସହେି ଲୋକମାନଙ୍କୁ ତୁମ୍ଭ ପାଇଁ ରୂପା ଆଣିବେ। ସହେି ଜାତିମାନଙ୍କୁ ବିକ୍ଷିପ୍ତ କର, ଯେଉଁମାନେ ୟୁଦ୍ଧକୁ ଭଲ ପାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନଳବନସ୍ଥ ବନ୍ୟ ପଶୁକୁ, ଗୋଷ୍ଠୀବର୍ଗରୂପ ଗୋବତ୍ସଗଣ ସହିତ ବୃଷସମୂହକୁ ଭର୍ତ୍ସନା କରି ରୌପ୍ୟଖଣ୍ତସବୁ ପଦ ତଳେ ଦଳି ପକାଅ; ସେ ଯୁଦ୍ଧପ୍ରିୟ ଗୋଷ୍ଠୀବର୍ଗକୁ ଛିନ୍ନଭିନ୍ନ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ନଳବଣର ସେହି “ବନ୍ୟ ପଶୁଗୁଡ଼ିକୁ” ଦଣ୍ଡ ଦିଅ। ସେହି ଜାତିଗୁଡ଼ିକର “ଷଣ୍ଢଗୁଡ଼ିକୁ” ଓ “ଗାଈଗୁଡ଼ିକୁ” ଆଦେଶ ମାନିବାକୁ ପ୍ରସ୍ତୁତ କରାଅ। ତୁମ୍ଭେ ସେହି ଜାତିଗୁଡ଼ିକୁ ଯୁଦ୍ଧରେ ହରାଇଥିଲ। ବର୍ତ୍ତମାନ ସେହି ଲୋକମାନଙ୍କୁ ତୁମ୍ଭ ପାଇଁ ରୂପା ଆଣିବେ। ସେହି ଜାତିମାନଙ୍କୁ ବିକ୍ଷିପ୍ତ କର, ଯେଉଁମାନେ ଯୁଦ୍ଧକୁ ଭଲ ପାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନଳବନସ୍ଥ ବନ୍ୟ ପଶୁକୁ, ଗୋଷ୍ଠୀବର୍ଗରୂପ ଗୋବତ୍ସଗଣ ସହିତ ବୃଷସମୂହକୁ ଭର୍ତ୍ସନା କରି ରୌପ୍ୟଖଣ୍ଡସବୁ ପଦ ତଳେ ଦଳି ପକାଅ; ସେ ଯୁଦ୍ଧପ୍ରିୟ ଗୋଷ୍ଠୀବର୍ଗକୁ ଛିନ୍ନଭିନ୍ନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ନଳବନସ୍ଥ ବନ୍ୟ ପଶୁକୁ, ଗୋଷ୍ଠୀବର୍ଗରୂପ ଗୋବତ୍ସଗଣ ସହିତ ବୃଷସମୂହକୁ ଭର୍ତ୍ସନା କରି ରୌପ୍ୟଖଣ୍ଡସବୁ ପଦ ତଳେ ଦଳି ପକାଅ; ସେ ଯୁଦ୍ଧପ୍ରିୟ ଗୋଷ୍ଠୀବର୍ଗକୁ ଛିନ୍ନଭିନ୍ନ କରିଅଛନ୍ତି।