Psalms 68:31 — Compare Translations

5 translations compared side by side

Odia - 1840
"ମିଶରୀଯମାନଙ୍କୁ ମୂଲ୍ଯବାନ ପିତ୍ତଳର ଉପହାରଗୁଡ଼ିକ ଆଣିବାକୁ ଆଜ୍ଞା କରାଅ। ପରମେଶ୍ବର, ଇଥିଓପିଆର ଲୋକମାନଙ୍କୁ ଉପହାରଗୁଡ଼ିକ ତୁମ୍ଭ୍ ନିକଟକୁ ଆଣିବାକୁ ଚଞ୍ଚଳ କରାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିସର ଦେଶରୁ ଅଧିପତିମାନେ ଆସିବେ; କୂଶ ପରମେଶ୍ଵରଙ୍କ ପ୍ରତି ହସ୍ତ ପ୍ରସାରିବାକୁ ଚଞ୍ଚଳ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମିଶରୀୟମାନଙ୍କୁ ମୂଲ୍ୟବାନ ପିତ୍ତଳର ଉପହାରଗୁଡ଼ିକ ଆଣିବାକୁ ଆଜ୍ଞା କରାଅ। ପରମେଶ୍ୱର, ଇଥିଓପିଆର ଲୋକମାନଙ୍କୁ ଉପହାରଗୁଡ଼ିକ ତୁମ୍ଭ ନିକଟକୁ ଆଣିବାକୁ ଚଞ୍ଚଳ କରାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିସର ଦେଶରୁ ଅଧିପତିମାନେ ଆସିବେ; କୂଶ ପରମେଶ୍ୱରଙ୍କ ପ୍ରତି ହସ୍ତ ପ୍ରସାରିବାକୁ ଚଞ୍ଚଳ ହେବ।
Odia IRV 2017 (ଓଡିଆ ବାଇବେଲ)
ମିସର ଦେଶରୁ ଅଧିପତିମାନେ ଆସିବେ; କୂଶ ପରମେଶ୍ୱରଙ୍କ ପ୍ରତି ହସ୍ତ ପ୍ରସାରିବାକୁ ଚଞ୍ଚଳ ହେବ।