Psalms 68:32 — Compare Translations

5 translations compared side by side

Odia - 1840
"ହେ ଧରଣୀର ରାଜ୍ଯଗୁଡ଼ିକ, ପରମେଶ୍ବରଙ୍କ ପାଇଁ ଗୀତ ଗାନ କର। ଆମ୍ଭର ପ୍ରଭୁଙ୍କୁ ପ୍ରଶଂସାଗାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପୃଥିବୀସ୍ଥ ରାଜ୍ୟସମୂହ, ତୁମ୍ଭେମାନେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଗାନ କର; ପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ହେ ଧରଣୀର ରାଜ୍ୟଗୁଡ଼ିକ, ପରମେଶ୍ୱରଙ୍କ ପାଇଁ ଗୀତ ଗାନ କର। ଆମ୍ଭର ପ୍ରଭୁଙ୍କୁ ପ୍ରଶଂସା ଗାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପୃଥିବୀସ୍ଥ ରାଜ୍ୟସମୂହ, ତୁମ୍ଭେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର; ପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର;
Odia IRV 2017 (ଓଡିଆ ବାଇବେଲ)
ହେ ପୃଥିବୀସ୍ଥ ରାଜ୍ୟସମୂହ, ତୁମ୍ଭେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର; ପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; [ସେଲା]