Psalms 68:33 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ପାଇଁ ଗାଅ। ସେ ରଥ ଉପରେ ଚଢ଼ି ମହାକାଶରୁ ବାହାରି ଆସନ୍ତି। ତୁମ୍ଭେ ତାଙ୍କର ଗୁରୁ ଗମ୍ଭୀର ସ୍ବରକୁ ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଆଦିକାଳୀନ ଉଚ୍ଚତମ ସ୍ଵର୍ଗରେ ଆରୋହଣ କରନ୍ତି, ତାହାଙ୍କ ଉଦ୍ଦେଶ୍ୟରେ (ଗାନ କରନ୍ତ) ଗୀତ. ୧୮:୧୦ ଦେଖ, ସେ ଆପଣା ରବ, ବିକ୍ରମପୂର୍ଣ୍ଣ ରବ ଉଚ୍ଚାରଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ପାଇଁ ଗାଅ। ସେ ରଥ ଉପରେ ଚଢ଼ି ମହାକାଶରୁ ବାହାରି ଆସନ୍ତି। ତୁମ୍ଭେ ତାଙ୍କର ଗୁରୁ ଗମ୍ଭୀର ସ୍ୱରକୁ ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଆଦିକାଳୀନ ଉଚ୍ଚତମ ସ୍ୱର୍ଗରେ ଆରୋହଣ କରନ୍ତି, ତାହାଙ୍କ ଉଦ୍ଦେଶ୍ୟରେ ଗାନ କର; ଦେଖ, ସେ ଆପଣା ରବ, ବିକ୍ରମପୂର୍ଣ୍ଣ ରବ ଉଚ୍ଚାରଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେ ଆଦିକାଳୀନ ଉଚ୍ଚତମ ସ୍ୱର୍ଗରେ ଆରୋହଣ କରନ୍ତି, ତାହାଙ୍କ ଉଦ୍ଦେଶ୍ୟରେ ଗାନ କର; ଦେଖ, ସେ ଆପଣା ରବ, ବିକ୍ରମପୂର୍ଣ୍ଣ ରବ ଉଚ୍ଚାରଣ କରନ୍ତି।