Psalms 68:34 — Compare Translations
5 translations compared side by side
Odia - 1840
"ଘୋଷଣା କର ୟେ, ପରମେଶ୍ବର ଶକ୍ତିଶାଳୀ ଅଟନ୍ତି। ସେ ଇଶ୍ରାୟେଲ ଉପରେ ରାଜତ୍ବ କରନ୍ତି ଏବଂ ଆକାଶରେ ତାଙ୍କର ଶକ୍ତି ପ୍ରଦର୍ଶିତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ପରମେଶ୍ଵରଙ୍କ ପରାକ୍ରମ କୀର୍ତ୍ତନ କର; ତାହାଙ୍କ ମହିମା ଇସ୍ରାଏଲ ଉପରେ ଓ ତାହାଙ୍କ ପରାକ୍ରମ ଆକାଶ-ମଣ୍ତଳରେ ରହିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଘୋଷଣା କର ଯେ, ପରମେଶ୍ୱର ଶକ୍ତିଶାଳୀ ଅଟନ୍ତି। ସେ ଇସ୍ରାଏଲ ଉପରେ ରାଜତ୍ୱ କରନ୍ତି ଏବଂ ଆକାଶରେ ତାଙ୍କର ଶକ୍ତି ପ୍ରଦର୍ଶିତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପରମେଶ୍ୱରଙ୍କ ପରାକ୍ରମ କୀର୍ତ୍ତନ କର; ତାହାଙ୍କ ମହିମା ଇସ୍ରାଏଲ ଉପରେ ଓ ତାହାଙ୍କ ପରାକ୍ରମ ଆକାଶମଣ୍ଡଳରେ ରହିଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପରମେଶ୍ୱରଙ୍କ ପରାକ୍ରମ କୀର୍ତ୍ତନ କର; ତାହାଙ୍କ ମହିମା ଇସ୍ରାଏଲ ଉପରେ ଓ ତାହାଙ୍କ ପରାକ୍ରମ ଆକାଶମଣ୍ଡଳରେ ରହିଅଛି।