Psalms 68:35 — Compare Translations
5 translations compared side by side
Odia - 1840
"ପରମେଶ୍ବର ତୁମ୍ଭେ ଆପଣା ମନ୍ଦିରରେ ଭକ୍ତିର ଉତ୍ସ। ଇଶ୍ରାୟେଲର ପରମେଶ୍ବର ଲୋକମାନଙ୍କୁ ଶକ୍ତି ଓ ସାମର୍ଥ୍ଯ ପ୍ରଦାନ କରନ୍ତି। ପରମେଶ୍ବରଙ୍କର ପ୍ରଶଂସା ଗୁଣଗାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ତୁମ୍ଭେ ଆପଣା ପବିତ୍ର ଧାମରେ ଭୟଙ୍କର ଅଟ; ଇସ୍ରାଏଲର ପରମେଶ୍ଵର ଆପଣା ଲୋକମାନଙ୍କୁ ବଳ ଓ ପରାକ୍ରମ ଦିଅନ୍ତି । ପରମେଶ୍ଵର ଧନ୍ୟ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର, ତୁମ୍ଭେ ଆପଣା ମନ୍ଦିରରେ ଭକ୍ତିର ଉତ୍ସ। ଇସ୍ରାଏଲର ପରମେଶ୍ୱର ଲୋକମାନଙ୍କୁ ଶକ୍ତି ଓ ସାମର୍ଥ୍ୟ ପ୍ରଦାନ କରନ୍ତି। ପରମେଶ୍ୱରଙ୍କର ପ୍ରଶଂସା ଗୁଣଗାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ତୁମ୍ଭେ ଆପଣା ପବିତ୍ର ଧାମରେ ଭୟଙ୍କର ଅଟ; ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କୁ ବଳ ଓ ପରାକ୍ରମ ଦିଅନ୍ତି। ପରମେଶ୍ୱର ଧନ୍ୟ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ତୁମ୍ଭେ ଆପଣା ପବିତ୍ର ଧାମରେ ଭୟଙ୍କର ଅଟ; ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କୁ ବଳ ଓ ପରାକ୍ରମ ଦିଅନ୍ତି। ପରମେଶ୍ୱର ଧନ୍ୟ ହେଉନ୍ତୁ।