Psalms 68:4 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ନିମନ୍ତେ ସଂଗୀତ ଗାନ କର, ତାଙ୍କର ନାମର ଗୁଣଗାନ କର। ପରମେଶ୍ବରଙ୍କର ପ୍ରଶଂସା ହେଉ। ୟିଏ ମେଘ ଉପରେ ଆରୋହଣ କରନ୍ତି, ତାଙ୍କ ଆଗରେ ଆନନ୍ଦିତ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ନାମରେ ପ୍ରଶଂସା ଗାନ କର; ଯେ ବାହନରେ ମରୁଭୂମି ଦେଇ ଆସୁଅଛନ୍ତି, ତାହାଙ୍କ ପାଇଁ ରାଜପଥ ପ୍ରସ୍ତୁତ କର; ତାହାଙ୍କ ନାମ ଯାଃ; ତୁମ୍ଭେମାନେ ତାହାଙ୍କ ସାକ୍ଷାତରେ ଉଲ୍ଲାସ କର ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ନିମନ୍ତେ ସଙ୍ଗୀତ ଗାନ କର, ତାଙ୍କର ନାମର ଗୁଣଗାନ କର। ପରମେଶ୍ୱରଙ୍କର ପ୍ରଶଂସା ହେଉ। ଯିଏ ମେଘ ଉପରେ ଆରୋହଣ କରନ୍ତି, ତାଙ୍କ ଆଗରେ ଆନନ୍ଦିତ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ନାମରେ ପ୍ରଶଂସା ଗାନ କର; ଯେ ବାହନରେ ମରୁଭୂମି ଦେଇ ଆସୁଅଛନ୍ତି, ତାହାଙ୍କ ପାଇଁ ରାଜପଥ ପ୍ରସ୍ତୁତ କର; ତାହାଙ୍କ ନାମ ସଦାପ୍ରଭୁ; ତୁମ୍ଭେମାନେ ତାହାଙ୍କ ସାକ୍ଷାତରେ ଉଲ୍ଲାସ କର।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ନାମରେ ପ୍ରଶଂସା ଗାନ କର; ଯେ ବାହନରେ ମରୁଭୂମି ଦେଇ ଆସୁଅଛନ୍ତି, ତାହାଙ୍କ ପାଇଁ ରାଜପଥ ପ୍ରସ୍ତୁତ କର; ତାହାଙ୍କ ନାମ ସଦାପ୍ରଭୁ; ତୁମ୍ଭେମାନେ ତାହାଙ୍କ ସାକ୍ଷାତରେ ଉଲ୍ଲାସ କର।