Psalms 68:5 — Compare Translations

5 translations compared side by side

Odia - 1840
"ତାଙ୍କର ପବିତ୍ର ମନ୍ଦିରରେ ପରମେଶ୍ବର ଅନାଥମାନଙ୍କର ନାଥ ଏବଂ ସେ ବିଧବାମାନଙ୍କୁ ସୁରକ୍ଷା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ଆପଣା ପବିତ୍ର ବାସସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ବିଚାରକର୍ତ୍ତା ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ପବିତ୍ର ମନ୍ଦିରରେ ପରମେଶ୍ୱର ଅନାଥମାନଙ୍କର ନାଥ ଏବଂ ସେ ବିଧବାମାନଙ୍କୁ ସୁରକ୍ଷା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଆପଣା ପବିତ୍ର ବାସ ସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ସୁରକ୍ଷାକର୍ତ୍ତା ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଆପଣା ପବିତ୍ର ବାସସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ସୁରକ୍ଷାକର୍ତ୍ତା ଅଟନ୍ତି।