Psalms 68:6 — Compare Translations

5 translations compared side by side

Odia - 1840
"ୟିଏ ପରିବାରରେ ଏକାକୀ ଥାଏ, ପରମେଶ୍ବର ଲୋକ ପଠାନ୍ତି, ଏପରିକି ଏକାକୀ ଲୋକଙ୍କୁ ପରମେଶ୍ବର ଆନନ୍ଦ ଦିଅନ୍ତି ଓ ବନ୍ଦୀମାନଙ୍କୁ ବନ୍ଧନରୁ ମୁକ୍ତ କରନ୍ତି। କିନ୍ତୁ ୟିଏ ପରମେଶ୍ବରଙ୍କର ବି ରୋଧ ହୁଏ, ସମାନଙ୍କେୁ ଶୁଷ୍କ ଭୂମିରେ ରହିବାକୁ ପଡ଼େ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ସଙ୍ଗୀହୀନମାନଙ୍କୁ ପରିବାର ମଧ୍ୟରେ ସ୍ଥାପନ କରନ୍ତି; ସେ ବନ୍ଦୀଗଣକୁ ବାହାର କରି କୁଶଳରେ ରଖନ୍ତି; ମାତ୍ର ବିଦ୍ରୋହୀମାନେ ଶୁଷ୍କଭୂମିରେ ବାସ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯିଏ ପରିବାରରେ ଏକାକୀ ଥାଏ, ପରମେଶ୍ୱର ଲୋକ ପଠାନ୍ତି, ଏପରିକି ଏକାକୀ ଲୋକଙ୍କୁ ପରମେଶ୍ୱର ଆନନ୍ଦ ଦିଅନ୍ତି ଓ ବନ୍ଦୀମାନଙ୍କୁ ବନ୍ଧନରୁ ମୁକ୍ତ କରନ୍ତି। କିନ୍ତୁ ଯିଏ ପରମେଶ୍ୱରଙ୍କର ବିରୋଧ ହୁଏ, ସେମାନଙ୍କୁ ଶୁଷ୍କ ଭୂମିରେ ରହିବାକୁ ପଡ଼େ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ସଙ୍ଗୀହୀନମାନଙ୍କୁ ପରିବାର ମଧ୍ୟରେ ସ୍ଥାପନ କରନ୍ତି; ସେ ବନ୍ଦୀଗଣକୁ ବାହାର କରି କୁଶଳରେ ରଖନ୍ତି; ମାତ୍ର ବିଦ୍ରୋହୀମାନେ ଶୁଷ୍କ ଭୂମିରେ ବାସ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ସଙ୍ଗୀହୀନମାନଙ୍କୁ ପରିବାର ମଧ୍ୟରେ ସ୍ଥାପନ କରନ୍ତି; ସେ ବନ୍ଦୀଗଣକୁ ବାହାର କରି କୁଶଳରେ ରଖନ୍ତି; ମାତ୍ର ବିଦ୍ରୋହୀମାନେ ଶୁଷ୍କଭୂମିରେ ବାସ କରନ୍ତି।