Psalms 68:7 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ତୁମ୍ଭେ ଆପଣା ଭକ୍ତମାନଙ୍କୁ ମିଶରରୁ ବାହାର କରି ଆଣିଲ ଏବଂ ପାଦରେ ଚଲାଇ ମରୁଭୂମିକୁ ପାର କରାଇଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ତୁମ୍ଭେ ଆପଣା ଲୋକମାନଙ୍କ ଆଗରେ ଯିବା ବେଳେ, ତୁମ୍ଭେ ପ୍ରାନ୍ତର ଦେଇ ଯାତ୍ରା କରିବା ବେଳେ, [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ଆପଣା ଭକ୍ତମାନଙ୍କୁ ମିଶରରୁ ବାହାର କରି ଆଣିଲ ଏବଂ ପାଦରେ ଚଲାଇ ମରୁଭୂମିକୁ ପାର କରାଇଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ଆଗରେ ଯିବା ବେଳେ, ତୁମ୍ଭେ ପ୍ରାନ୍ତର ଦେଇ ଯାତ୍ରା କରିବା ବେଳେ,
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ଆଗରେ ଯିବା ବେଳେ, ତୁମ୍ଭେ ପ୍ରାନ୍ତର ଦେଇ ଯାତ୍ରା କରିବା ବେଳେ, [ସେଲା]