Psalms 68:8 — Compare Translations
5 translations compared side by side
Odia - 1840
"ସୀନଯ ପରମେଶ୍ବରଙ୍କର! ଇସ୍ରାଯଲରେ ପରମେଶ୍ବର! ତୁମ୍ଭ କାରଣରୁ ପୃଥିବୀ କମ୍ପିତ ହେଲା ଓ ଆକାଶ ମେଘ ବୃଷ୍ଟି କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀ କମ୍ପିଲା, ପରମେଶ୍ଵରଙ୍କ ସାକ୍ଷାତରେ ଆକାଶମଣ୍ତଳ ହିଁ ବିନ୍ଦୁପାତ କଲା; ସେହି ସୀନୟ ପରମେଶ୍ଵରଙ୍କର, ଇସ୍ରାଏଲର ପରମେଶ୍ଵରଙ୍କ ସାକ୍ଷାତରେ କମ୍ପିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସୀନୟ ପରମେଶ୍ୱରଙ୍କର! ଇସ୍ରାଏଲର ପରମେଶ୍ୱର! ତୁମ୍ଭ କାରଣରୁ ପୃଥିବୀ କମ୍ପିତ ହେଲା ଓ ଆକାଶ ମେଘ ବୃଷ୍ଟି କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀ କମ୍ପିଲା, ପରମେଶ୍ୱରଙ୍କ ସାକ୍ଷାତରେ ଆକାଶମଣ୍ଡଳ ମଧ୍ୟ ବୃଷ୍ଟିପାତ କଲା; ସେହି ସୀନୟ ପରମେଶ୍ୱରଙ୍କର, ଇସ୍ରାଏଲର ପରମେଶ୍ୱରଙ୍କ ସାକ୍ଷାତରେ କମ୍ପିଲା।
Odia IRV 2017 (ଓଡିଆ ବାଇବେଲ)
ପୃଥିବୀ କମ୍ପିଲା, ପରମେଶ୍ୱରଙ୍କ ସାକ୍ଷାତରେ ଆକାଶମଣ୍ଡଳ ମଧ୍ୟ ବୃଷ୍ଟିପାତ କଲା; ସେହି ସୀନୟ ପରମେଶ୍ୱରଙ୍କର, ଇସ୍ରାଏଲର ପରମେଶ୍ୱରଙ୍କ ସାକ୍ଷାତରେ କମ୍ପିଲା।