Psalms 68:9 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର! ତୁମ୍ଭେ ବର୍ଷାକୁ ପଠାଇଲ ଏବଂ ପୁରୁଣା ଓ ଦୁର୍ବଳ ଧରିତ୍ରୀକୁ ତୁମ୍ଭେ ପୁଣି ସତଜେ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ତୁମ୍ଭେ ପ୍ରଚୁର ବୃଷ୍ଟି ପଠାଇଲ, ତୁମ୍ଭ ଅଧିକାର କ୍ଳା; ଥିବା ସମୟରେ ତୁମ୍ଭେ ତାହା ସୁସ୍ଥିର କଲ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର! ତୁମ୍ଭେ ବର୍ଷାକୁ ପଠାଇଲ ଏବଂ ପୁରୁଣା ଓ ଦୁର୍ବଳ ଧରିତ୍ରୀକୁ ତୁମ୍ଭେ ପୁଣି ସତେଜ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ତୁମ୍ଭେ ପ୍ରଚୁର ବୃଷ୍ଟି ପଠାଇଲ, ତୁମ୍ଭ ଅଧିକାର କ୍ଳାନ୍ତ ଥିବା ସମୟରେ ତୁମ୍ଭେ ତାହା ସୁସ୍ଥିର କଲ।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ତୁମ୍ଭେ ପ୍ରଚୁର ବୃଷ୍ଟି ପଠାଇଲ, ତୁମ୍ଭ ଅଧିକାର କ୍ଳାନ୍ତ ଥିବା ସମୟରେ ତୁମ୍ଭେ ତାହା ସୁସ୍ଥିର କଲ।