Psalms 69:1 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ମାେତେ ମାରେ ସମସ୍ତ ବିପଦରୁ ବଞ୍ଚାଅ। ମାରେ ପ୍ରାଣ ପର୍ୟ୍ଯନ୍ତ ଜଳରାଶି ମାଡ଼ି ୟାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ଵରରେ ଦାଉଦଙ୍କର ଗୀତ । ହେ ପରମେଶ୍ଵର, ମୋତେ ପରିତ୍ରାଣ କର; କାରଣ ମୋʼ ପ୍ରାଣ ପର୍ଯ୍ୟନ୍ତ ଜଳରାଶି ଆସିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ୱରରେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋତେ ମୋର ସମସ୍ତ ବିପଦରୁ ବଞ୍ଚାଅ। ମୋର ପ୍ରାଣ ପର୍ଯ୍ୟନ୍ତ ଜଳରାଶି ମାଡ଼ି ଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ମୋତେ ପରିତ୍ରାଣ କର; କାରଣ ମୋʼ ବେକ ପର୍ଯ୍ୟନ୍ତ ଜଳରାଶି ଆସିଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ମୋତେ ପରିତ୍ରାଣ କର; କାରଣ ମୋ’ ବେକ ପର୍ଯ୍ୟନ୍ତ ଜଳରାଶି ଆସିଅଛି।