Psalms 69:10 — Compare Translations
5 translations compared side by side
Odia - 1840
"ମୁଁ କାନ୍ଦେ ଏବଂ ଉପବାସ କରେ, ଏଥିପାଇଁ ଲୋକମାନେ ମାରେ ଉପହାସ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ରୋଦନ କଲେ ଓ ଉପବାସ ଦ୍ଵାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋʼ ନିନ୍ଦାର ବିଷୟ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କାନ୍ଦେ ଏବଂ ଉପବାସ କରେ, ଏଥିପାଇଁ ଲୋକମାନେ ମୋର ଉପହାସ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ରୋଦନ କଲେ ଓ ଉପବାସ ଦ୍ୱାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋʼ ନିନ୍ଦାର ବିଷୟ ହେଲା।
Odia IRV 2017 (ଓଡିଆ ବାଇବେଲ)
ମୁଁ ରୋଦନ କଲେ ଓ ଉପବାସ ଦ୍ୱାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋ’ ନିନ୍ଦାର ବିଷୟ ହେଲା।