Psalms 69:11 — Compare Translations

5 translations compared side by side

Odia - 1840
"ମୁଁ ଶାେକରେ ଚଟବସ୍ତ୍ର ପରିଧାନ କରେ ଏବଂ ଲୋକମାନେ ମାେତେ ପରିହାସ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ, ସେମାନଙ୍କ ନିକଟରେ ପ୍ରବାଦ ସ୍ଵରୂପ ହେଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଶୋକରେ ଚଟବସ୍ତ୍ର ପରିଧାନ କରେ ଏବଂ ଲୋକମାନେ ମୋତେ ପରିହାସ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ, ସେମାନଙ୍କ ନିକଟରେ ପ୍ରବାଦ ସ୍ୱରୂପ ହେଲି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ, ସେମାନଙ୍କ ନିକଟରେ ପ୍ରବାଦ ସ୍ୱରୂପ ହେଲି।