Psalms 69:12 — Compare Translations

5 translations compared side by side

Odia - 1840
"ସମାନେେ, ସର୍ବସାଧାରଣ ସ୍ଥାନରେ ମାରେ ଚର୍ଚ୍ଚା କରୁଛନ୍ତି ଏବଂ ମଦୁଆମାନେ ମାେ ବିଷଯରେ ତାଚ୍ଛଲ୍ଯଭରା ଗୀତ ଗାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନଗର-ଦ୍ଵାରରେ ବସିବା ଲୋକମାନେ ମୋʼ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ଵରୂପ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ, ସର୍ବସାଧାରଣ ସ୍ଥାନରେ ମୋର ଚର୍ଚ୍ଚା କରୁଛନ୍ତି ଏବଂ ମଦୁଆମାନେ ମୋ’ ବିଷୟରେ ତାଚ୍ଛଲ୍ୟଭରା ଗୀତ ଗାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନଗର-ଦ୍ୱାରରେ ବସିବା ଲୋକମାନେ ମୋʼ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ୱରୂପ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ନଗର-ଦ୍ୱାରରେ ବସିବା ଲୋକମାନେ ମୋ’ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ୱରୂପ ହୋଇଅଛି।