Psalms 69:13 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମାେ ଜାଣିବାରେ ମୁଁ ପ୍ରାର୍ଥନା କରେ ତୁମ୍ଭେ ମାେତେ ଗ୍ରହଣ କରିନିଅ। ହେ ପରମେଶ୍ବର, ମୁଁ ଆଶାକରେ ତୁମ୍ଭେ ମାେତେ ତୁମ୍ଭର ପରିତ୍ରାଣର ସତ୍ଯତା ଅନୁସାରେ ଉତ୍ତର ଦିଅ। ମୁଁ ଜାଣେ, ପରିତ୍ରାଣ ପାଇଁ ମୁଁ ତୁମ୍ଭଠାରେ ଭରସା କରିପାରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ଵର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋ’ ଜାଣିବାରେ ମୁଁ ପ୍ରାର୍ଥନା କରେ ତୁମ୍ଭେ ମୋତେ ଗ୍ରହଣ କରିନିଅ। ହେ ପରମେଶ୍ୱର, ମୁଁ ଆଶାକରେ ତୁମ୍ଭେ ମୋତେ ତୁମ୍ଭର ପରିତ୍ରାଣର ସତ୍ୟତା ଅନୁସାରେ ଉତ୍ତର ଦିଅ। ମୁଁ ଜାଣେ, ପରିତ୍ରାଣ ପାଇଁ ମୁଁ ତୁମ୍ଭଠାରେ ଭରସା କରି ପାରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ହେ ସଦାପ୍ରଭୁ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ।