Psalms 69:15 — Compare Translations
5 translations compared side by side
Odia - 1840
"ବନ୍ଯା ଲହରୀ ମାେତେ ୟମେିତି ବୁଡ଼ାଇ ନ ଦେଉ। ଗଭୀର ସମୁଦ୍ର ମାେତେ ଗ୍ରାସ ନ କରୁ। କବର ମାେତେ ଗିଳି ନ ଦେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋʼ ଉପରେ ଆପଣା ମୁଖ ବନ୍ଦ ନ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ବନ୍ୟା ଲହରୀ ମୋତେ ଯେମିତି ବୁଡ଼ାଇ ନ ଦେଉ। ଗଭୀର ସମୁଦ୍ର ମୋତେ ଗ୍ରାସ ନ କରୁ। କବର ମୋତେ ଗିଳି ନ ଦେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋʼ ଉପରେ ଆପଣା ମୁଖ ବନ୍ଦ ନ କରୁ।
Odia IRV 2017 (ଓଡିଆ ବାଇବେଲ)
ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋ’ ଉପରେ ଆପଣା ମୁଖ ବନ୍ଦ ନ କରୁ।