Psalms 69:16 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଉତ୍ତମ। ତଣେୁ ମାେତେ ଉତ୍ତର ଦିଅ। ମାରେ ସହାୟତା ପାଇଁ କୃପାସହକାରେ ମାେତେ ଚାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋʼ ପ୍ରତି ଫେର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ। ତେଣୁ ମୋତେ ଉତ୍ତର ଦିଅ। ମୋର ସହାୟତା ପାଇଁ କୃପାସହକାରେ ମୋତେ ଗ୍ଭହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋʼ ପ୍ରତି ଫେର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋ’ ପ୍ରତି ଫେର।