Psalms 69:17 — Compare Translations

5 translations compared side by side

Odia - 1840
"ତୁମ୍ଭର ଦାସପ୍ରତି ମୁହଁ ଫରୋଅ ନାହିଁ। ମୁଁ ବିପଦରେ ପଡ଼ିଛି, ମାେତେ ଶୀଘ୍ର ଉତ୍ତର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଦାସପ୍ରତି ମୁହଁ ଫେରାଅ ନାହିଁ। ମୁଁ ବିପଦରେ ପଡ଼ିଛି, ମୋତେ ଶୀଘ୍ର ଉତ୍ତର ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ।