Psalms 69:18 — Compare Translations

5 translations compared side by side

Odia - 1840
"ଆସ ମାରେ ପ୍ରାଣ ରକ୍ଷା କର, ଆସ ଓ ମାରେ ଶତ୍ରୁମାନଙ୍କଠାରୁ ମାେତେ ବଞ୍ଚାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋʼ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର ।
Odia Bible ERV 2004 (ପବିତ୍ର ବାଇବଲ)
ଆସ ମୋର ପ୍ରାଣ ରକ୍ଷା କର, ଆସ ଓ ମୋର ଶତ୍ରୁମାନଙ୍କଠାରୁ ମୋତେ ବଞ୍ଚାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋʼ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର।
Odia IRV 2017 (ଓଡିଆ ବାଇବେଲ)
ମୋ’ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋ’ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର।