Psalms 69:19 — Compare Translations
5 translations compared side by side
Odia - 1840
"ତୁମ୍ଭେ ଜାଣ ମାରେ ଶତ୍ରୁମାନେ ମାେତେ ନିନ୍ଦା ଓ ଅପମାନିତ କରିଛନ୍ତି। ସମାନେେ ମାେ ସହିତ ଏହା କରିବାର ତୁମ୍ଭେ ଦେଖିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ; ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଜାଣ ମୋର ଶତ୍ରୁମାନେ ମୋତେ ନିନ୍ଦା ଓ ଅପମାନିତ କରିଛନ୍ତି। ସେମାନେ ମୋ’ ସହିତ ଏହା କରିବାର ତୁମ୍ଭେ ଦେଖିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ; ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ; ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି।