Psalms 69:2 — Compare Translations
5 translations compared side by side
Odia - 1840
"ଯେଉଁଠାରେ ମୁଁ ଠିଆ ହାଇେ ପାରିବି ଏପରି କୌଣସି ବସ୍ତୁ ନାହିଁ। ମୁଁ ଗଭୀର ପଙ୍କ ଭିତରକୁ ଭାସି ଯାଉଛି। ମୁଁ ଅଗାଧ ଜଳରେ ଅଛି ଓ ମାରେ ଚତୁଃପାଶର୍ବରେ ଲହଡ଼ି ଭାଙ୍ଗୁଛି। କବଳେ ମୁଁ ବୁଡ଼ିୟିବା ଉପରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋʼ ଉପର ଦେଇ ଯାଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁଠାରେ ମୁଁ ଠିଆ ହୋଇ ପାରିବି ଏପରି କୌଣସି ବସ୍ତୁ ନାହିଁ। ମୁଁ ଗଭୀର ପଙ୍କ ଭିତରକୁ ଭାସି ଯାଉଛି। ମୁଁ ଅଗାଧ ଜଳରେ ଅଛି ଓ ମୋର ଚତୁର୍ପାର୍ଶ୍ୱରେ ଲହଡ଼ି ଭାଙ୍ଗୁଛି। କେବଳ ମୁଁ ବୁଡ଼ିଯିବା ଉପରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋʼ ଉପର ଦେଇ ଯାଉଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋ’ ଉପର ଦେଇ ଯାଉଅଛି।