Psalms 69:20 — Compare Translations
5 translations compared side by side
Odia - 1840
"ଲଜ୍ଜା ମାେତେ ଖଣ୍ଡ ଖଣ୍ଡ କରି ଭାଙ୍ଗି ଦଇେଛି। କାରଣ ଲଜ୍ଜା ଯୋଗୁଁ ମୁଁ ମୃତ୍ଯୁବରଣ କରିବା ଉପରେ, ମୁଁ ସହାନୁଭୂତି ପାଇଁ ଡ଼ାକିଲି, କହେି ସହାନୁଭୂତି ଦଖାଇେଲେ ନାହିଁ। ମୁଁ ଲୋକମାନଙ୍କୁ ଖାଜେିଲି, କିନ୍ତୁ ଯେଉଁମାନେ ମାେତେ ସାନ୍ତ୍ବନା ଦଇପୋରିବେ, କହେି ସହାନୁଭୂତି ଦଖାଇେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରା; ହୋଇଅଛି; ପୁଣି କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ଵନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଲଜ୍ଜା ମୋତେ ଖଣ୍ଡ ଖଣ୍ଡ କରି ଭାଙ୍ଗି ଦେଇଛି। କାରଣ ଲଜ୍ଜା ଯୋଗୁଁ ମୁଁ ମୃତ୍ୟୁବରଣ କରିବା ଉପରେ, ମୁଁ ସହାନୁଭୂତି ପାଇଁ ଡାକିଲି, କେହି ସହାନୁଭୂତି ଦେଖାଇଲେ ନାହିଁ। ମୁଁ ଲୋକମାନଙ୍କୁ ଖୋଜିଲି, କିନ୍ତୁ ଯେଉଁମାନେ ମୋତେ ସାନ୍ତ୍ୱନା ଦେଇ ପାରିବେ, କେହି ସହାନୁଭୂତି ଦେଖାଇଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି; ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି; ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ।