Psalms 69:21 — Compare Translations
5 translations compared side by side
Odia - 1840
"ସମାନେେ ମାେତେ ଖାଦ୍ୟ ବଦଳରେ ତୁଷ ଏବଂ ଦ୍ରାକ୍ଷାରସ ବଦଳରେ ଅମ୍ଲରସ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୋତେ ଖାଦ୍ୟ ବଦଳରେ ତୁଷ ଏବଂ ଦ୍ରାକ୍ଷାରସ ବଦଳରେ ଅମ୍ଳରସ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ।