Psalms 69:23 — Compare Translations
5 translations compared side by side
Odia - 1840
"ସମାନେେ ଅନ୍ଧ ହୁଅନ୍ତୁ। ସମାନଙ୍କେ ଅଣ୍ଟା ନଇଁ ୟାଉଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଅନ୍ଧ ହୁଅନ୍ତୁ। ସେମାନଙ୍କ ଅଣ୍ଟା ନଇଁ ଯାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର।