Psalms 69:24 — Compare Translations
5 translations compared side by side
Odia - 1840
"ସମାନଙ୍କେ ଉପରେ ତୁମ୍ଭର ବଡ଼ କୋର୍ଧ ଢ଼ାଳି ଦିଅ। ତୁମ୍ଭର କୋର୍ଧ ସମାନଙ୍କେୁ ଗ୍ରାସ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦିଅ ଓ ତୁମ୍ଭ କ୍ରୋଧର ପ୍ରଚଣ୍ତତା ସେମାନଙ୍କୁ ଧରୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ଉପରେ ତୁମ୍ଭର ବଡ଼ କ୍ରୋଧ ଢାଳି ଦିଅ। ତୁମ୍ଭର କ୍ରୋଧ ସେମାନଙ୍କୁ ଗ୍ରାସ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳିଦିଅ ଓ ତୁମ୍ଭ କ୍ରୋଧର ପ୍ରଚଣ୍ଡତା ସେମାନଙ୍କୁ ଧରୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦିଅ ଓ ତୁମ୍ଭ କ୍ରୋଧର ପ୍ରଚଣ୍ଡତା ସେମାନଙ୍କୁ ଧରୁ।